Masthead

ଆଉ ୪୮ ଘଣ୍ଟା ଇଣ୍ଟରନେଟ ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଆଉ ୪୮ ଘଣ୍ଟା ଇଣ୍ଟରନେଟ ବନ୍ଦ । ୨୨ ତାରିଖ ସକାଳ ୧୦ ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ । ତେବେ ଆଜି ପୂରା ଜିଲ୍ଲାରେ ବ୍ରଡ଼ବ୍ୟାଣ୍ଡ ଲିଜ ଲାଇନ କାମ କରିବ । ଗତକାଲି ଜିଲ୍ଲାର କିଛି ସ୍ଥାନରେ ଲିଜଲାଇନ ଇଣ୍ଟରନେଟ୍ ଦିଆଯାଇଥିଲା । ଆଜି ସାରା ଜିଲ୍ଲାକୁ ଲିଜଲାଇନ ସହ ବ୍ରଡବ୍ୟାଣ୍ଡ ସେବା ଯୋଗାଇ ଦିଆଯିବ । ସେହିପରି ଆଜି ମଧ୍ୟ ଜିଲ୍ଲାରେ ୧୧ ଘଣ୍ଟା କର୍ଫ୍ୟୁ କୋହଳ ରହିବ । ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା କୋହଳ କରାଯାଇଛି । ଗତକାଲି ୧୧ ଘଣ୍ଟା କୋହଳ ହୋଇଥିଲେ ମଧ୍ୟ ବନ୍ଦ ପାଇଁ କର୍ଫ୍ୟୁ ଭଳି ସ୍ଥିତି ରହିଥିଲା । ହେଲେ ଆଜି ଦିନ ସାରା ଦୋକାନ, ବଜାର ଖୋଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା