Masthead

୨୪ ଘଣ୍ଟାରେ ୧୨ ହଜାର ୫୯୧ ପଜିଟିଭ

ନୂଆଦଲ୍ଲୀ(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ୧୨ ହଜାର ପାର ହେଲା ଦୈନିକ ସଂକ୍ରମଣ । ଦେଶରେ ୨୪ଘଣ୍ଟାରେ ୧୨, ୫୯୧ ପଜିଟିଭ ଚିହ୍ନ ହୋଇଛନ୍ତି । ନୂଆ ଆକ୍ରାନ୍ତକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୫୭,୯୯୨ରେ ପହଞ୍ଚିଛି । ଗତକାଲି ୧୦, ୫୪୨ ଚିହ୍ନଟ ହୋଇଥିଲେ । ସେହିପରି ଦିନକରେ ସୁସ୍ଥ ହୋଇଛନ୍ତି ୧୦ ହଜାର ୮୨୭ ଆକ୍ରାନ୍ତ । ଏବେ ସୁଦ୍ଧା ମୋଟ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୬୫ ହଜାର ୨୮୬କୁ ବୃଦ୍ଧି ପାଇଛି । ଦେଶରେ ଗତ ୨୪ଘଣ୍ଟାରେ ୪୦ ଜଣଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା