Masthead

ଜଗତସିଂହପୁରରୁ ନିଖୋଜ, ଯାଜପୁରରୁ ଉଦ୍ଧାର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଝୁଲନ୍ତା ଅବସ୍ଥାରେ ମିଳିଲା ନିଖୋଜ ଯବାନଙ୍କ ମୃତଦେହ। ମୃତକ ହେଲେ ଜଗତସିଂପୁର ଜିଲ୍ଲା ଏରସମା ଥାନା ସୋମପୁର ଗ୍ରାମର ସୂର୍ଯ୍ୟକାନ୍ତ କୁଅଁର । ସୂର୍ଯ୍ୟକାନ୍ତ ୧୭ ତାରିଖରୁ ନିଖୋଜ ରହିଥିଲେ । ଦୁଇ ଦିନ ପୂର୍ବରୁ ଯବାନଙ୍କ ବାଇକଟି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ଧାନମଣ୍ଡଳ ନିକଟ ପାହାଡ଼ ପାଖରୁ ପୋଲିସ ଜବତ କରିଥିଲା । ଗତକାଲି ଡ୍ରୋନ କ୍ୟାମେରା ସାହାଯ୍ୟରେ ବହୁ ଖୋଜା ଖୋଜି ପରେ ବି ଯବାନଙ୍କ କୌଣସି ପତ୍ତା ମିଳି ନଥିଲା ।

ଆଜି ଯାଜପୁର ଏସ୍ପିଙ୍କ ନିଦେ୍ର୍ଦଶ କ୍ରମେ ଏସଡିପିଓଙ୍କ ଅଧ୍ୟକ୍ଷତାରେ ପୋଲିସର ତିନୋଟି ଟିମ, ବନ ବିଭାଗ କର୍ମଚାରୀ ପାହାଡ଼ ଉପରକୁ ଚଢି ଖୋଜାଖୋଜି କରିଥିଲେ । ଶେଷରେ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ପହଂଚିବା ପରେ ମୃତଦେହକୁ ଶବ ବ୍ୟବଛେଦ ପାଇଁ ପଠାଯିବ । କେଉଁ କାରଣରୁ ଯବାନ ଆତ୍ମହତ୍ୟା କରିଛନ୍ତି, ନା ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ଅଛି ସେ ନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା