Masthead

ନାଟକ ଦେଖି ଫେରୁଥିବାବେଳେ ଗଣଦୁଷ୍କର୍ମ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):  ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାତିରେ ନାଟକ ଦେଖି ଫେରୁଥିବାବେଳେ ଗଣଦୁଷ୍କର୍ମ । ୪ ଯୁବକ ଗଣଦୁଷ୍କର୍ମ କରିଥିବା ବିଜେପୁର ଥାନାରେ ଅଭିଯୋଗ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଲାଞ୍ଜିଗଡ ବେନଗାଁ ଅଞ୍ଚଳରେ । ତିନି ନାବାଳିକା ରାତିରେ ନାଟକ ଦେଖି ଫେରୁଥିବା ବେଳେ ସେହି ଅଞ୍ଚଳ ପଜିବାହାଳୀର ପାଞ୍ଚ ଜଣ ଯୁବକ ତାଙ୍କ ସହିତ ଗଣଦୁଷ୍କର୍ମ କରିଥିଲେ । କାହାକୁ କହିଲେ ମାରିଦେବୁ ବୋଲି ଧମକ ଦେଇଥିଲେ । ଯାହାକୁ ନେଇ ବିଜେପୁର ଥାନା ରେ ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା