Masthead

ଆଇନ ସମସ୍ତଙ୍କ ପାଇଁ ସମାନ: ସମ୍ବିତ ପାତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । କହିଲେ କୋର୍ଟଙ୍କ ରାୟରେ ଗାନ୍ଧି ପରିବାରର ଅହଙ୍କାର ଭାଙ୍ଗିଯାଇଛି । ଆଇନ ସମସ୍ତଙ୍କ ପାଇଁ ସମାନ ଅଟେ । ମୋଦି ସରନେମ ମନ୍ତବ୍ୟ ପାଇଁ ରାହୁଲଙ୍କୁ ସୁରଟ କୋର୍ଟ ୨ ବର୍ଷର ଦେଣ୍ଡାଦେଶ ଶୁଣାଇଥିଲେ ।

ଏହା ବିରୋଧରେ ରାହୁଲ ପିଟିସନ ଦାଖଲ କରିଥିଲେ । କିନ୍ତୁ କୋର୍ଟ ତାଙ୍କ ପିଟସନକୁ ଖାରଜ କରି ଦେଇଛନ୍ତି ।ଏ ନେଇ ବିଜେପି ସୁରଟ ସେସନ କୋର୍ଟର ରାୟକୁ ପ୍ରଶଂସା କରି କହିଛନ୍ତି, ଏହା ନ୍ୟାୟପାଳିକା ଏବଂ ଲୋକଙ୍କ ପାଇଁ ବିଜୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା