Masthead

ବାରିପଦା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ମେ’ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାରିପଦା ଏମଏସସିବି ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ମେ’୯ରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍