Masthead

ବିଜେଡିର ଷ୍ଟାର୍ ପ୍ରଚାରକ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା । ତାଲିକାରେ ଶୀର୍ଷରେ ଅଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ସଞ୍ଜୟ ଦାସବର୍ମା ତାରକା ପ୍ରଚାରକ ତାଲିକାରୁ ବାଦ ପଡିଥିବା ବେଳେ  ଅଳକା ମହାନ୍ତି । ଅନ୍ୟମାନଙ୍କ ମଧ୍ୟରେ ପ୍ରଣବ ପ୍ରକାଶ ଦାସ, ସୁଶାନ୍ତ ସିଂ. ଦେବୀ ମିଶ୍ର, ଦିବ୍ୟଶଙ୍କର ମିଶ୍ର, ରୀତା ସାହୁ ପ୍ରମୁଖ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି