Masthead

ବିଜେପିର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ପକ୍ଷରୁ  ପ୍ରଚାରକ ଘୋଷଣା କରାଯାଇଛି । ବିଜେପି ମଧ୍ୟ ୪୦ ଜଣିଆ ପ୍ରଚାରକ ଟିମ୍ ଘୋଷଣା କରିଛି । ଏହି ଟିମରେ ୩ କେନ୍ଦ୍ରମନ୍ତ୍ରୀ ସ୍ଥାନ ପାଇଛନ୍ତି । ପ୍ରଚାରର ମଙ୍ଗ ଧରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ, ଅଶ୍ୱିନୀ ବୈଷ୍ଣବ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଅନ୍ୟମାନଙ୍କ ମଧ୍ୟରେ ସୁନୀଲ ବଂଶଲ, ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ଅପରାଜିତା ଷଡଙ୍ଗୀ, ସମ୍ବିତ ପାତ୍ର, ବୈଜୟନ୍ତ ପଣ୍ଡା, ଜୟନାରାୟଣ ମିଶ୍ର ପ୍ରମୁଖ ପ୍ରଚାର କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା