Masthead

ବଦଳିଲା ପାଗ, ସକାଳୁ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲା ପାଗ, ତାତିରୁ ମିଳିଲା ଆଶ୍ୱସ୍ତି । ସକାଳୁ ବିଭିନ୍ନ ଜିଲ୍ଲାରେ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କୋରାପୁଟ, କଳାହାଣ୍ଡିରେ ହାଲୁକା ବର୍ଷା ହୋଇଛି । ତେବେ ଆଗାମୀ ୩ରୁ ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି । ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ ।

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ