Masthead

ଗିରଫ ହେଲେ ରାଜସ୍ୱ ନିରୀକ୍ଷକ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ସିଆରରେ ଜିଲ୍ଲାପାଳଙ୍କ ଜାଲ ଦସ୍ତଖତ ମାମଲା । ଗିରଫ ହେଲେ ରାଜସ୍ୱ ନିରୀକ୍ଷକ ।  ସିସିଆର ରିପୋର୍ଟରେ ଜିଲ୍ଲାପାଳଙ୍କ ନକଲ ଦସ୍ତଖତ ମାରି ଅଡ଼ୁଆରେ ପଡିଯାଇଛନ୍ତି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ରାଜସ୍ୱ ନିରୀକ୍ଷକ ବିଶ୍ଵନାଥ ପ୍ରଧାନ । ୨୦୧୮ରେ ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଓ ଭୁବନ ତହସିଲରେ କାର୍ୟ୍ୟ କରୁଥିଲେ ବିଶ୍ଵନାଥ ପ୍ରଧାନ । ନିଜ ସିସିଆରରେ ପୂର୍ବତନ ଜିଲ୍ଲାପାଳ ରୂପା ରୋଶନ ସାହୁଙ୍କ ଜାଲ ଦସ୍ତଖତ ମାରିଥିଲେ । ଏହି ମାମଲାରେ ୫ ବର୍ଷ ପରେ ଟାଉନ ଥାନା ପୋଲିସ ବିଶ୍ଵନାଥକୁ କାମାକ୍ଷାନଗରରୁ ଗିରଫ କରିଛି। ଏଥି ସହିତ ରାଜସ୍ବ ନିରୀକ୍ଷକଙ୍କ ସିସିଆର ଓ ଅନ୍ୟ ଦସ୍ତାବିଜକୁ ଜବତ କରି ଯାଞ୍ଚ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ