ସହିଦଙ୍କ ପରିବାରକୁ ୨୫ ଲକ୍ଷର ଅନୁକମ୍ପା ରାଶି

ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’