ପ୍ରଦୀପଙ୍କ ବିରୋଧରେ ୩୦୦୦ ପୃଷ୍ଠାରେ ଚାର୍ଜସିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୋପାଳ ପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ । ପ୍ରଦୀପଙ୍କ ବିରୋଧରେ ୩୦୦୦ ପୃଷ୍ଠାରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଚାର୍ଜସିଟରେ ୯କୋଟି ୧୮ଲକ୍ଷ ୧୩ହଜାର ୭ଟଙ୍କା ବେଆଇନ ସମ୍ପତି ଥିବା ଉଲ୍ଲେଖ କରାଯାଇଛି । ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ଚାର୍ଜସିଟ ଦାଖଲ କରାଯାଇଛି । ୨୦୨୧ ଅକ୍ଟୋବର ୪ରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ