Masthead

୭୨ ଘଣ୍ଟା ବଢିଲା ବେଦାନ୍ତ ଫେକର କମ୍ପାନୀ ପରିସରରେ କଟକଣା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ୭୨ ଘଣ୍ଟା ପାଇଁ ବଢିଲା ୧୪୪ ଅବଧି । ବେଦାନ୍ତ ଫେକର କମ୍ପାନୀ ପରିସରରେ କଟକଣା ବଢାଇ ଦିଆଯାଇଛି । ଶ୍ରମିକ ଅଶାନ୍ତି ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ କଟକଣା ଅବଧି ବୃଦ୍ଧି କରାଯାଇଛି । ଆଜିଠୁ ୨୫ ତାରିଖ ସକାଳ ୬ ପର୍ଯ୍ୟନ୍ତ ଜାରି ରହିବ କଟକଣା । ସୂଚନା ଅନୁସାରେ, ଦୁଇ ଗୁରୁତର ଶ୍ରମିକଙ୍କ ମଧ୍ୟରୁ ପୂର୍ବରୁ ଜଣେ ଶ୍ରମିକ ରତିକାନ୍ତ ସୁତାରଙ୍କ ମୃତ୍ୟୁ ହୋଇଥିଲା । ତେବେ ଗତକାଲି ରାତିରେ ଅନ୍ୟ ଜଣେ ଗୁରୁତର ଶ୍ରମିକ ବିଜୟ ମହାପାତ୍ରଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିନ୍ତୁ କମ୍ପାନୀ ତରଫରୁ କୌଣସି ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ