Masthead

ସମ୍ବଲପୁରରେ ଫେରୁଛି ପୂର୍ବ ସ୍ଥିତି, ସନ୍ଧ୍ୟା ସୁଦ୍ଧା ମିଳିବ ଇଣ୍ଟରନେଟ ସେବା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ସନ୍ଧ୍ୟା ସୁଦ୍ଧା ମିଳିବ ମୋବାଇଲ ଇଣ୍ଟରନେଟ୍ ସେବା । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅନନ୍ୟା ଦାସ । ସନ୍ଧ୍ୟା ୬ଟାରେ ମୋବାଇଲ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ । ୯ଦିନ ପରେ ଜିଲ୍ଲାରେ ଇଣ୍ଟରନେଟ୍ ସେବା ସ୍ୱାଭାବିକ ହେବ । ଏ ନେଇ ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି । ପୂର୍ବରୁ ବ୍ରଜବ୍ୟାଣ୍ଡ ଓ ଲିଜଲାଇନ୍ ସେବା ଉପଲବ୍ଧ ଅଛି । ତେବେ ଗତ ୧୩ ତାରିଖରୁ ଇଣ୍ଟନେଟ୍ ସେବା ବନ୍ଦ ଥିଲା ।

ଗତକାଲି ରାତିରେ ଜିଲ୍ଲା ପ୍ରଶାସନ ଆଉ ଦୁଇ ଘଣ୍ଟା କର୍ଫ୍ୟୁ କୋହଳ କରିଛି । ସକାଳ ପାଞ୍ଚ ଟା ରୁ ସନ୍ଧ୍ୟା ସାତଟା ପର୍ୟ୍ୟନ୍ତ କର୍ଫ୍ୟୁ କୋହଳ ହୋଇଛି । ଘଟଣାରେ ଅନେକ ଅପରାଧୀ ଏବେବି ଫେରାର ରହିଥିବାରୁ ପୋଲିସ ପାଇଁ ମୁଣ୍ଡବ୍ୟଥା ର କାରଣ ସାଜିଛି । ଇଦ ପର୍ବ ପାଇଁ ସାରା ସହର ପୋଲିସ ଛାଉଣୀ ରେ ଭର୍ତ୍ତି ହୋଇଛି । ପ୍ରଶାସନ ନିର୍ଦ୍ଧାରିତ କରିଥିବା ନୀତି ନିୟମ ଅନୁସାରେ ସମ୍ବଲପୁର ସହରରେ ପାଳନ କରାଯାଉଛି ଇଦ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ