Masthead

ଛାତ୍ର-ଅଣଛାତ୍ର ଗଣ୍ଡଗୋଳ, ୩ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼ । ଛୁରାମାଡ଼ରେ ୩ ଛାତ୍ର ଆହତ । କଲେଜ ପଡିଆରେ ଖେଳିବାକୁ ନେଇ ଛାତ୍ର-ଅଣଛାତ୍ର ଗଣ୍ଡଗୋଳ । ଛାତ୍ରଙ୍କୁ ଅଣଛାତ୍ର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ୩ଜଣ ଛାତ୍ରଙ୍କୁ ୧୫ ଜଣ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ୩ ଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆମ୍ବେଦକର ହଷ୍ଟେଲର ଛାତ୍ରଙ୍କୁ ଆକ୍ରମଣ ହୋଇଛି । ୪ରୁ ୫ଜଣଙ୍କୁ ବଡଗଡ ଥାନା ପୋଲିସ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ