Masthead

କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜୟ ପଟ୍ଟନାୟକଙ୍କୁ ମିଳିଲା ଗୁରୁଦାୟିତ୍ୱ । କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ବାଜିଲା ମୋହର ମରାଯାଇଛି । ସେହିଭଳି ରାଜ୍ୟ କଂଗ୍ରେସର ରାଜନୈତିକ ବ୍ୟାପାର କମିଟିକୁ ଏଆଇସିସିର ଅନୁମୋଦନ ମିଳିଛି । କମିଟିରେ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ରହିଛନ୍ତି ୨୭ ଜଣ ନେତା ।

ଦଳର ବରିଷ୍ଠ ନେତାଙ୍କୁ ଏହି କମିଟିରେ ସ୍ଥାନ ଦିଆଯାଇଛି । ସେହିଭଳି ଛାତ୍ର କଂଗ୍ରେସର ସଭାପତି, ଯୁବ କଂଗ୍ରେସ ସଭାପତି ଓ ସେବା ଦଳର ସଭାପତିଙ୍କ ସହ ୫ ଜଣଙ୍କୁ ନିମନ୍ତ୍ରିତ ଅତିଥି ଭାବେ କମିଟିରେ ସ୍ଥାନ ମିଳିଛି । ତାଲିକାରେ ବିଧାୟକ ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା, ତାରାବାହିନୀ ପତି, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଭକ୍ତ ଦାସଙ୍କ ନାଁ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ