Masthead

ଏନଆଇଏ ଦ୍ୱାରା ତଦନ୍ତକରିବାକୁ ବିଜେପି ଦାବି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ସମ୍ବଲପୁର  ଘଟଣାର ଏନଆଇଏ ଦ୍ୱାରା ତଦନ୍ତ କରିବାକୁ ବିଜେପି ଦାବି କରିଛି । କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ବିଜେପି ଲେଖିଥିବା ଚିଠିରେ ଉଲ୍ଲେଖ କରାଯାଇଛି, ସମ୍ବଲପୁର ସହରରେ ସଂଘବଦ୍ଧ ଆକ୍ରମଣରୁ ବହୁ ସଂଖ୍ୟାରେ ସାଧାରଣ ଜନତାଙ୍କ ସମେତ ପୋଲିସ ମଧ୍ୟ ଗୁରୁତର ହୋଇଛନ୍ତି । ବ୍ୟାପକ ମାତ୍ରାରେ ଦୋକାନ ବଜାର, ଯାନବାହନ, ସରକାରୀ ଓ ବେସରକାରୀ ସମ୍ପତି ପୋଡି ଦିଆଯାଇଛି । ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ସାଂପ୍ରଦାୟୀକ ଗଣ୍ଡଗୋଳରୁ ହିଂସାକାଣ୍ଡ ଘଟିଥିଲା । ଏହି ଘଟଣାର ନିରପେକ୍ଷ ତଦନ୍ତ ଏନଆଇଏ ଦ୍ୱାରା କରାଯାଇ ଷଡଯନ୍ତ୍ରକାରୀଙ୍କ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ରାଜ୍ୟ ସାଭାପତି ମନମୋହନ ସାମଲ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା