ବିଏମସିରେ ଆଉ ଦୁଇ ମଶାଣି

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): କୋଭିଡ୍ ସଂକ୍ରମଣରେ ମୃତ୍ୟବରଣ କରୁଥିବା ଲୋକଙ୍କ ଶବ ସଂସ୍କାର ପାଇଁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବିଏମସି କର୍ତ୍ତୃପକ୍ଷ ପ୍ରସ୍ତୁତ କରୁଛନ୍ତି ଆଉ ଦୁଇଟି ମଶାଣି। ସତ୍ୟନଗର ମଶାଣିର ବୈଦ୍ୟୁତିକ ଚୁଲା କାମ ସରିଛି। ଏଥିସହ ବିଏମସି ଅନ୍ତର୍ଗତ ପଟିଆ ଏବଂ ଖଣ୍ଡଗିରିଠାରେ ଖୁବଶୀଘ୍ର ଆଉ ଦୁଇ ମଶାଣି କାର୍ଯ୍ୟକ୍ଷମ ହେବ।

ସୂଚନାଯୋଗ୍ୟ କୋଭିଡ୍ ସଂକ୍ରମିତ ମୃତଦେହ ସଂସ୍କାର ପାଇଁ ଭୁବନେଶ୍ୱର ସତ୍ୟନଗର ଶ୍ମଶାନ ଏକମାତ୍ର ବିକଳ୍ପ ଥିଲା। ଏଠାରେ ଦିନକୁ ଦିନ ଶବ ସଂସ୍କାର ସଂଖ୍ୟା ବଢ଼ୁଥିବାରୁ ସ୍ଥାନୀୟ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଆଉ ଦୁଇ ଶ୍ମଶାନ ପ୍ରସ୍ତୁତ କରାଯାଉଥିବା କମିଶନର ପ୍ରେମଚାନ୍ଦ ଚୌଧୁରୀ ସୋମବାର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!