Masthead

ବିଜୁଳି ଘଡ଼ଘଡ଼ି ସହ ବର୍ଷା, ୧୭ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଛି ଆଶ୍ୱସ୍ତି । ଗତକାଲି କାଳବୈଶାଖି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଜି ମଧ୍ୟ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୭ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର. ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ବର୍ଷା ହେବ । ସେହିପରି ପଶ୍ଚିମ ଓଡ଼ିଶାର ବୌଦ୍ଧ, କଳାହାଣ୍ଡି, ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, ମାଲକାନଗିରିରେ ବର୍ଷା ହେବ । ଏସବୁ ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା