Masthead

ବଜ୍ରାଘାତରେ ପୋଡ଼ିଗଲା ୬ ଘର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବଜ୍ରାଘାତରେ ୬ ଟି ପରିବାରର ୬ ବଖରା ଘର ପୋଡି ପାଉଁଶ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକ କୁବେରା ପଞ୍ଚାୟତ କଷଟି ଗ୍ରାମରେ । ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ ଘଡି ମାରିଥିଲା । ଏହି ବଜ୍ରାଘାତରେ ପ୍ରାଣବନ୍ଧୁ ରାଉତଙ୍କ ଗୁହାଳ ଘରେ ନିଆଁ ଲାଗିଥିଲା ।

ପରେ ପାଖରେ ଥିବା ଅନ୍ୟ ଘରକୁ ନିଆଁ ବ୍ୟାପି ଯାଇଥିଲା । ମୋଟ ୬ ଟି ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ପୋଡି ଯାଇଛି । ଘଟଣାସ୍ଥଳରେ ତିହିଡି଼ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର