Masthead

ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କାଳବୈଶାଖୀ ନେଇ ଅରେଞ୍ଜ ୱାର୍ଣ୍ଣିଂ । ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଆସନ୍ତକାଲି ମଧ୍ୟ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ଝଡ଼ ପବନ ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ ରୁ ୫୦ କିମି ପବନ ବହିବା ସହ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼