Masthead

ଯଜ୍ଞ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ୮ ଗୁରୁତର

ବାରିପଦା  (ବଡ଼ ଖବର ବ୍ୟୁରୋ): ଯଜ୍ଞ ଚାଲିଥିବାବେଳେ ମହୁମାଛି ଆକ୍ରମଣ । ଆକ୍ରମଣରେ ଏକାଧିକ ଆହତ, ୮ ଗୁରୁତର । ଝାରପୋଖରିଆ ଥାନା ଶୀର୍ଷା ଶୂନ୍ୟ ମାଧବ ଜଗନ୍ନାଥ ମନ୍ଦିରରେ ଚଳିତବର୍ଷ ଅକ୍ଷୟ ତୃତୀୟା ରଥ ଅନୁକୂଳ ପାଇଁ ହୋମ ଯଜ୍ଞ ଚାଲିଥିବାବେଳେ ମନ୍ଦିର ସମ୍ମୁଖରେ ଥିବା ବଉଳ ଗଛରେ ମହୁମାଛି ଆକ୍ରମଣ କରିଥିଲା । ଆକ୍ରମଣରେ ଏକାଧିକ ଲୋକ ଆହାତ ହୋଇଥିବା ବେଳେ ୮ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଶୀର୍ଷା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ