Masthead

ମୋ ପୁଅ ହେଉଛି ସିଂହ: ବଲବିନ୍ଦର କୌର

ଚଣ୍ଡୀଗଡ଼ (ବଡ଼ ଖବର ବ୍ୟୁରୋ): ଶେଷରେ ଖାଲିସ୍ତାନର ସମର୍ଥକ ତଥା ‘ୱାରିସ ପଞ୍ଜାବ ଡେ’ର ମୁଖ୍ୟ ଅମୃତପାଲ ସିଂଙ୍କୁ ପୋଲିସ ଗିରଫ କରିଛି। ପଞ୍ଜାବ ପୋଲିସ ପଳାତକ ଅମୃତପାଲ ସିଂଙ୍କୁ ମୋଗାର ଗୁରୁଦ୍ୱାରାରୁ ଗିରଫ କରିଛି। ଅମୃତପାଲ ମାର୍ଚ୍ଚ ୧୮ ଠାରୁ ଫେରାର ଥିଲେ। ଆତ୍ମସମର୍ପଣ କରିବା ପରେ ଅମୃତପାଲଙ୍କୁ ମୋଗାର ଗୁରୁଦ୍ୱାରାରୁ ଗିରଫ କରାଯାଇଥିବା ସୂଚନା ମିଳିଛି ।

ପୁଅ ଗରିଫ ହେବା ପରେ ଅମୃତପାଲଙ୍କ ମା’ ବଲବିନ୍ଦର କୌର ପ୍ରତିକ୍ରିୟା ଦେଇ କହିଛନ୍ତି, ଆମେ ଜାଣିଲୁ ଯେ ସେ ଆତ୍ମସମର୍ପଣ କରିଛି। ମୁଁ ମୋ ପୁଅ ଉପରେ ଗର୍ବ କରୁଛି । କାରଣ ମୋ ପୁଅ ହେଉଛି ଏକ ସିଂହ। ଆଉ ସେ ଜଣେ ଯୋଦ୍ଧା ଭାବେ ସରେଣ୍ଡର କରିଛନ୍ତି । ଆମେ ଏଥର ଆଇନର ଲଢେଇ ଲଢିବୁ ଓ ଅମୃତପାଲଙ୍କୁ ଖୁବଶୀଘ୍ର ଦେଖା କରିବୁ ବୋଲି ବଲବିନ୍ଦର କୌର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ