Masthead

ସହିଦ ଦେବାଶିଷ ବିଶ୍ୱାଳଙ୍କ ସ୍ମୃତି ଚାରଣ

ସତ୍ୟବାଦୀ(ବଡ଼ ଖବର ବ୍ୟୁରୋ): ସହିଦ ଦେବାଶିଷ ବିଶ୍ୱାଳଙ୍କ ସ୍ମୃତି ଚାରଣ । ସାକ୍ଷୀଗୋପାଳ ମନ୍ଦିର ସାମ୍ନାରେ ଆୟୋଜିତ ସ୍ମୃତି ଚାରଣ ସଭାରେ ସମ୍ବିଡ଼ ପାତ୍ର, ଓଁମ ପ୍ରକାଶ ମିଶ୍ର ଓ ବଲିଉଡ ସିନେ ତାରକା ମିଥୁନ ଚକ୍ରବର୍ତ୍ତୀ ଯୋଗଦେଇ ସହିଦ ଦେବାଶିଷଙ୍କ ଦେଶପ୍ରେମ ଓ ବୀରତ୍ୱ ଉପରେ ଆଲେ ।କପାତ କରିଥିଲେ । ପରେ ୧୨ ଜଣ ଦିବ୍ୟାଙ୍ଗକୁ ୧୨ ଟି ସ୍କୁଟି ବଣ୍ଟନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ