Masthead

ରାଜ୍ୟ କ୍ୟାବିନେଟ୍: ୧୦ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ୍ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ଅପରାହ୍ନ ୫ଟା ୩୦ରେ ବୈଠକ ବସିବ । ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଅନୁମୋଦନ ମିଳିପାରେ । କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ୱ ବିଭାଗ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି