Masthead

ଥରିଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ନ୍ୟୁଜିଲାଣ୍ଡରେ ଭୂମିକମ୍ପ । ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୨ ରେକର୍ଡ କରାଯାଇଛି। କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ଭୂମିକମ୍ପ ନ୍ୟୁଜିଲାଣ୍ଡର ଉତ୍ତର ଦ୍ୱୀପଠାରୁ ୯୦୦ କିଲୋମିଟର ଉତ୍ତର-ପୂର୍ବ କେମିଡୀକ୍ ଦ୍ୱୀପର ୧୦ କିଲୋମିଟର ଗଭୀରତାରେ କେନ୍ଦ୍ରୀଭୂତ ହୋଇଛି । ଗତ ମାସରେ ନ୍ୟୁଜିଲାଣ୍ଡରେ ୭.୧ ତୀବ୍ରତା ଭୂକମ୍ପ ଅନୁଭୁତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି