Masthead

କୁନୋ ନ୍ୟାସନାଲ ପାର୍କରେ ଆଉ ଗୋଟିଏ ଚିତାର ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ଆଉ ଗୋଟିଏ ଚିତାର ମୃତ୍ୟୁ ଘଟିଛି। ଏନେଇ ଜଙ୍ଗଲର ମୁଖ୍ୟ ସଂରକ୍ଷଣକାରୀ ଜେ.ଏସ ଚୌହାନ ସୂଚନା ଦେଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ପୁରୁଷ ଚିତା ଉଦୟର ମୃତ୍ୟୁ ହୋଇଥିବା ସେ କହିଛନ୍ତି।

ରୋଗରେ ପଡ଼ିଥିବା ଉଦୟର ଚିକିତ୍ସା ହେଉଥିଲା। ତେବେ ସେ କେଉଁ ପ୍ରକାର ରୋଗରେ ପଡ଼ି ଜୀବନ ହରାଇଛି ତାହା ଜଣାପଡ଼ିନି। କାଲି ଅସୁସ୍ଥ ହୋଇପଡ଼ିବା ଦେଖି ବନ ବିଭାଗ କର୍ତ୍ତୃପକ୍ଷ ତାହାର ଚିକିତ୍ସା ଆରମ୍ଭ କରିଥିଲେ। ଡାକ୍ତରଖାନାରେ ଚିକିତ୍ସା ଚାଲିଥିବାବେଳେ ଅପରାହ୍ନ ୪ଟାରେ ତାହାର ମୃତ୍ୟୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ