Masthead

ହାତୀ ଆକ୍ରମଣ, ୨ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ହାତୀ ନେଲା ୨ ଜୀବନ । ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ବଡ଼ କନ୍ତକୁଳ ଗାଁରେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ଦୁଇଜଣ ମହିଳା । ବଡକନ୍ତକୁଳ ଗାଁର ମୁଳି ପ୍ରଧାନ ଏବଂ ଗୌରୀ ରାଉଳ ଆମ୍ବ ଗୋଟାଇବାକୁ ଯାଇଥିଲେ । ଏହି ସମୟରେ ହାତୀ ଦଳି ଦେଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ମୁଳି ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ବେଳେ ଡାକ୍ତରଖାନାରେ ଗୌରୀଙ୍କର ମୃତ୍ୟୁ ହୋଇଛି । ଖବର ପାଇଁ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ