Masthead

ରଥ ନିର୍ମାଣ ପାଇଁ ଚଳଚଞ୍ଚଳ ରଥଖଳା

ପୁରୀ (ବଡ଼ ଖବର ବ୍ୟୁରୋ): ଚଳଚଞ୍ଚଳ ରଥଖଳା । ଗତକାଲି ବିଶ୍ୱକର୍ମା ମହାରଣା ଲୁହାର କୁରାଢ଼ୀର ସ୍ପର୍ଶ ଦେଇ ଅନୁକୂଳ କରିଥିଲେ ରଥ ନିର୍ମାଣ କାର୍ଯ୍ୟ । ପରେ ରଥଖଳାରେ ତୁମ୍ଭ କାର୍ଯ୍ୟ ଆରମ୍ଭ ପାଇଁ ମାପ ସହ ଖୋଦେଇ କରିଥିଲେ । ଆଜି ସକାଳୁ ସେହି ମାପରେ ଆରମ୍ଭ ହୋଇଛି ତୁମ୍ବ ହଣା କାର୍ଯ୍ୟ । କରତିଆ ସେବକମାନେ ତୁମ୍ବ ହଣା କାର୍ଯ୍ୟ ଆରମ୍ଭ କରିଛନ୍ତି ।

ରଥ ସଂହିତା ଅନୁସାରେ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଆରମ୍ଭ ଓ ଭଉଁରୀ ଦିନ ତିନି ରଥର ଅଖ ଚକ ସଂଯୋଗ ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ସ୍ନାନ ପୂର୍ଣ୍ଣିମା ଦିନ ତିନି ରଥର ୪ ନାହାକା ଉଠିବା ପରମ୍ପରା ରହିଛି । ସେପଟେ ରଥ ଖଳାରେ ବାହାର ଲୋକ ନପଶିବା ପାଇଁ କଟକଣା କରାଯାଇଛି । ସିସିଟିଭି ଲଗାଯାଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ