Masthead

ସାମ୍ବାଦିକଙ୍କୁ ଆକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାଲିଗୁଣ୍ଡି ଗ୍ରାମରେ ଆତଙ୍କ । ସାମ୍ବାଦିକଙ୍କୁ ଆକ୍ରମଣ କଲେ ୩୦ରୁ ଅଧିକ ଯୁବକ । ଖୋର୍ଦ୍ଧା ଜିଲ୍ଲା ଜମିବାଡ଼ି ବିବାଦକୁ ନେଇ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ବାଲିଗୁଣ୍ଡି ଗ୍ରାମରେ ଅନ୍ଧଟି ଗ୍ରାମର ୩୦ରୁ ଅଧିକ ଯୁବକ ପଶିଥିଲେ । ସମସ୍ତଙ୍କ ହାତରେ ଥିଲା ମରଣାସ୍ତ୍ର । ବାଲିଗୁଣ୍ଡି ଗ୍ରାମରେ ଖେଳାଇଥିଲେ ଆତଙ୍କ । ଯେଉଁମାନେ ବିରୋଧ କରୁଥିଲେ, ସେମାନେ ଆକ୍ରମଣର ଶିକାର ହୋଇଥିଲେ ।

ବଡ଼ ଖବର ର ସାମ୍ବାଦିକ ତଥ୍ୟ ସଂଗ୍ରହ କରୁଥିବା ବେଳେ ଯୁବକମାନେ ଆକ୍ରମଣ କରିବା ସହ ମୋବାଇଲ ଭାଙ୍ଗିବା ପାଇଁ ଉଦ୍ୟମ କରିଥିଲେ! ଖବର ପାଇ ବାଲିଅନ୍ତା ପୋଲିସ ପହଞ୍ଚିବା ପୂର୍ବରୁ ଯୁବକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଏନେଇ ଗ୍ରାମବାସୀ ଏବଂ ଆକ୍ରମଣର ଶିକାର ସାମ୍ବାଦିକ ବାଲିଅନ୍ତା ଥାନାରେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର