Masthead

ପ୍ରଶ୍ନପତ୍ର ତ୍ରୁଟି ପରେ ଓଏସଏସସି ପରୀକ୍ଷା ବାତିଲ

ଭୁବନେଶ୍ୱେର (ବଡ଼ ଖବର ବ୍ୟୁରୋ):  ଓଏସଏସସି ପରୀକ୍ଷା ବାତିଲ । ପ୍ରଶ୍ନପତ୍ର ତ୍ରୁଟି ପରେ ବାତିଲ ହୋଇଛି ଓଏସଏସସି ପରୀକ୍ଷା । ସାନି ପରୀକ୍ଷା ପାଇଁ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ । ସେପଟେ ପ୍ରଶ୍ନପତ୍ର ତ୍ରୁଟି ପାଇଁ ଦୁଃଖ ପ୍ରକାଶ କଲା ଓଏସଏସସି । ରବିବାର ଗୃହ ଓ ନଗର ଉନ୍ନୟନ ବିଭାଗର ଆକାଉଂଟାଂଟ ଗ୍ରୁପ୍ ‘ବି’ ପଦବୀ ପାଇଁ ପରୀକ୍ଷା କରିଥିଲା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ ।

ଗୁଗୁଲ ଟ୍ରାନସଲେଟର ଜରିଆରେ ଇଂରାଜୀ ପ୍ରଶ୍ନ ଗୁଡ଼ିକ ଅନୁବାଦ କରାଯାଇ ଓଡ଼ିଆରେ ପ୍ରଶ୍ନ ପ୍ରସ୍ତୁତ କରାଯାଇଥିଲା । ପ୍ରଶ୍ନପତ୍ରରେ ଉଲ୍ଲେଖ କରାଯାଇଥିବା ଓଡ଼ିଆ ଶଦ୍ଦଗୁଡ଼ିକ ପରୀକ୍ଷାର୍ଥୀଙ୍କୁ ଚକିତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼