Masthead

ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲଙ୍କାକାଣ୍ଡ। ଅବୁଝାମାଡ଼ ନିକଟରେ ଦୁଇଟି ଗାଡ଼ି ଜଳିଦେଲେ ମାଓବାଦୀ। ଗୋଟିଏ ଟ୍ରକ ଏବଂ ଗୋଟିଏ ପୋକ୍ଲିନ୍ ପୋଡି ପାଉଁଶ। ଘଟଣାସ୍ଥଳରେ ଲାଗିଛି ମାଓପୋଷ୍ଟର ।

ଜମି ଜବରଦଖଲ ପାଇଁ ଗାଡ଼ି ଜାଳି ଦେଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଘଟଣାସ୍ଥଳରେ ପୋଲିସ ପକ୍ଷରୁ ଅପରେସନକୁ ଜୋରଦାର କରାଯାଇଛି। ସୂଚନା ଦେଇଛନ୍ତି ନାରାୟଣପୁର ଏସପି ପୁଷ୍କର ଶର୍ମା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା