Masthead

ରାହୁଲଙ୍କୁ ଆଶ୍ୱସ୍ତି, ମୋଦି ସରନେମ ମାମଲାର ପ୍ରୋସିଡିଂ ଉପରେ ସ୍ଥଗିତାଦେଶ ଲଗାଇଲେ କୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ବଡ଼ ଆଶ୍ୱସ୍ତି । ମୋଦି ସରନେମ ମାମଲାରେ ପାଟନା ହାଇକୋର୍ଟରୁ ରାହୁଲଙ୍କୁ ଅନ୍ତରୀଣ ଆଶ୍ୱସ୍ତି ମିଳିଛି । ଆସନ୍ତାକାଲି ରାହୁଲଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଆଜି ଏହି ମାମଲାର ପ୍ରୋସିଡିଂ ଉପରେ କୋର୍ଟ ସ୍ଥଗିତାଦେଶ ଦେଇଛନ୍ତି । ଆସନ୍ତା ୧୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମୋଦି ସରନେମ ମାମଲା ନେଇ ବିଜେପି ନେତା ସୁଶୀଲ କୁମାର ମୋଦି ପିଟିସନ ଦାଏର କରିଥିଲେ । ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି