Masthead

ସମ୍ବଲପୁରରେ ରାତି ୧୦ ଯାଏଁ କର୍ଫ୍ୟୁ କୋହଳ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ କୋହଳ ହେଲା କଟକଣା । ରାତି ୧୦ ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି । ଆଜିଠୁ ସକାଳ ୫ରୁ ରାତି ୧୦ ଯାଏଁ ସମସ୍ତ ଦୋକାନ ବଜାର ଖୋଲା ରହିବ । କେବଳ ରାତିରେ ୭ ଘଣ୍ଟା ଜାରି ରହିବ କଟକଣା । କଟକଣା ଯୋଗୁ ଉଠାଦୋକାନୀମାନେ ରାସ୍ତାରେ ବିକ୍ରି କରିପାରୁନଥିଲେ । ଫଳରେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ଅନେକ ସମସ୍ୟା ଭୋଗୁଥିଲେ । ସମ୍ବଲପୁର ଘଟଣାକୁ ୧୧ ଦିନ ବିତିଯାଇଥିଲେ ମଧ୍ୟ ସ୍ଥିତିରେ ସୁଧାର ଅବ୍ୟାହତ ରହିଛି । ଏପରି ସ୍ଥିତିରେ ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ କର୍ଫ୍ୟୁ କଟକଣା କୋହଳ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ