Masthead

କୋଚିରେ ପାଣି ଭିତରେ ଚାଲିବ ଟ୍ରେନ, ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ପ୍ରଥମ ୱାଟର ମେଟ୍ରୋ । କେରଳ କୋଚିରେ ପାଣି ଭିତରେ ଚାଲିବ ଟ୍ରେନ । ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୦ଟି ଦୀପକୁ ଯୋଡିବ ଏହି ୱାଟର ମେଟ୍ରୋ । ଏଥିପାଇଁ ଖର୍ଚ୍ଚ ହୋଇଛି ୧୧୩୬ କୋଟିରୁ ଅଧିକ ଟଙ୍କା । ସ୍ୱତନ୍ତ୍ର ଫିଚର୍ସ ସହ ସୁରକ୍ଷା ବ୍ୟବସ୍ଥା ରହିଛି । ଏହି ମେଟ୍ରୋ ଗୁଡିକ ଏକ ପ୍ରକାର ଇଲେକ୍ଟ୍ରିକ୍ ବୋଟ୍ । ଯାହା ଜାହଜ ଭଳି ପ୍ରସ୍ତୁତ ହୋଇଛି ।

କିନ୍ତୁ ଏହା ଭିତରେ ବସିବା ପାଇଁ ଯେଉଁ ବ୍ୟବସ୍ଥା ହୋଇଛି ତାହା ମେଟ୍ରୋ ଟ୍ରେନ୍ ଭଳି । ଯାତ୍ରୀ ଏହି ବୋଟରେ ବସି ବାହାର ପ୍ରାକୃତିକ ଦୃଶ୍ୟର ମଜା ମଧ୍ୟ ନେଇ ପାରିବେ । ଏହି ପ୍ରୋଜେକ୍ଟ ପାଇଁ ଖର୍ଚ୍ଚ ହୋଇଛି ୧୧୩୬ କୋଟି ୮୩ ଲକ୍ଷ ଟଙ୍କା । ୭୮ଟି ଇଲେକ୍ଟ୍ରିକ୍ ବୋଟ୍ ଏବଂ ୩୮ଟି ଟର୍ମିନାଲ ନିର୍ମାଣ ହୋଇଛି । ସକାଳ ୭ରୁ ରାତି ୮ଟା ପର୍ଯ୍ୟନ୍ତ ଚାଲିବ ‘ୱାଟର ମେଟ୍ରୋ’ । ଏଥିରେ ଯାତ୍ରା କରିବା ପାଇଁ ସର୍ବନିମ୍ନ ଯାତ୍ରୀ ଭଡା ରହିଛି ୨୦ ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼