Masthead

ଫେରିଲା କଟକଣା, ମେଡିକାଲରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱେର (ବଡ଼ ଖବର ବ୍ୟୁରୋ): ଫେରିଲା ମାସ୍କ କଟକଣା । ସମସ୍ତ ମେଡିକାଲରେ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି । ଦେଶରେ ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ମେଡିକାଲ୍ କଲେଜ, କ୍ୟାପିଟାଲ୍ ହସ୍ପିଟାଲ ସମେତ ସବୁ ହସ୍ପିଟାଲ ଗୁଡିକୁ ଚିଠି ଲେଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଏବଂ ଡିଏମଇଟି ।

ସ୍ୱାସ୍ଥ୍ୟ ସେବା ସହ ଜଡ଼ିତ ଡାକ୍ତର, ନର୍ସ, କର୍ମଚାରୀଙ୍କୁ ମାସ୍କ ପିନ୍ଧିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ଲାବରେଟୋରୀ ସେବା ଯୋଗାଉଥିବା ବ୍ୟକ୍ତି ବି ପିନ୍ଧିବେ ମାସ୍କ । ବନ୍ଦ କୋଠରୀରେ ଘରେ ଏକାଧିକ ଲୋକ ସମାଗମ ହେଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ହସ୍ପିଟାଲରେ କରୋନା ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା