Masthead

କାଳବୈଶାଖୀ, ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ବି କାଳବୈାଖୀ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯିବା ସହ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡିକୁ ସତର୍କତା ଜାରି କରାଯାଇଛି ।

ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସେପଟେ ଆସନ୍ତାକାଲି ରାଜ୍ୟରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ଯାହାର ପ୍ରଭାବରେ ୨୭ ତାରିଖରୁ ବର୍ଷା ବଢିବ । ୨୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଥିବାବେଳେ ୫ ଜିଲ୍ଲାରେ କୁଆପଥର ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । କାଳବୈଶାଖୀ ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ