Masthead

ଆସିଲା ଭିସେରା ରିପୋର୍ଟ, ବଢ଼ିଲା ସନ୍ଦେହ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଆସିଲା ଭିସୁଟ ଛାତ୍ରୀ ଚିନ୍ମୟୀ ସାହୁଙ୍କ ଭିସେରା ରିପୋର୍ଟ । ଚିନ୍ମୟୀ ଇଥାଇଲ ଆଲକହଲ ସେବନ କରିଥିବା ଭିସେରା ରିପୋର୍ଟରୁ ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ବି.ଗଙ୍ଗାଧର। ସେ କହିଛନ୍ତି ଯେ, ‘ମୃତ୍ୟୁ ପୂର୍ବରୁ ଆଲକହଲ ସେବନ କରିଥିବା ସ୍ପଷ୍ଟ ହୋଇଛି। ସିସିଟିଭି ଫୁଟେଜରେ ପିଇବା ବେଳର ଫୁଟେଜକୁ ଏହା ଲିଙ୍କ୍ କରୁଛି। ଦୁଇ ଜଣ ବସିକି ହୋଟେଲରେ ପିଇବା ବେଳର ଫୁଟେଜ ସିଜ୍ କରିଛୁ।

ଡାୟାଟମ ରିପୋର୍ଟରେ ମୃତ୍ୟୁର କାରଣ ପାଣିରେ ବୁଡ଼ି ବୋଲି ଆସିଥିଲା। ଏହା ଆତ୍ମହତ୍ୟା, ନା କେହି ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିଲେ ତାହାର ତଦନ୍ତ ଚାଲିଛି। ଗତ ଫେବ୍ରୁଆରୀ ୨୮ରେ ପାୱାର ଚ୍ୟାନେଲ ବ୍ରିଜରୁ ପଡ଼ି ଚିନ୍ମୟୀଙ୍କର ମୃତ୍ୟୁ ଘଟିଥିଲା। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ଚିନ୍ମୟୀଙ୍କ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ଘୁରି ବୁଲୁଛି ନକଲି ଟେମ୍ପୁଲ୍‌ ସ୍କ୍ୱାଡ୍‌ ନିଯୁକ୍ତିପତ୍ର 🔴 ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ଘୁରି ବୁଲୁଛି ନକଲି ଟେମ୍ପୁଲ୍‌ ସ୍କ୍ୱାଡ୍‌ ନିଯୁକ୍ତିପତ୍ର 🔴 ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ