Masthead

ବଜ୍ରାଘାତରେ ଜଳିଗଲେ ଦୁଇ ଭାଇ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ବଜ୍ରାଘାତରେ ଦୁଇ ଭାଇ ମୃତ । କଳାହାଣ୍ଡି ଜିଲ୍ଲା କଲମପୁର ଥାନା ମାଟିଖାଲ ଗ୍ରାମରେ ଘଟିଛି ଅଘଟଣ । ମାଟିଖାଲ ଗ୍ରାମର ଭଜମନ ଦଳପତି ଏବଂ କାଳିଆ ଦଳପତି ସୋମବାର ସନ୍ଧ୍ୟାରେ ତରଭୁଜ ବାଡ଼ିକୁ ଯାଇଥିଲେ । ବିଜୁଳି, ଘଡଘଡି ସହିତ ପ୍ରବଳ ବର୍ଷା ହେବାରୁ ସେଠାରେ ଥିବା ଏକ ଝାଟି କୁଡ଼ିଆରେ ରହିଥିଲେ ।

  

ଏହି ସମୟରେ ବଜ୍ରାଘାତ ହେବାରୁ କୁଡ଼ିଆ ସହିତ ଦୁଇ ଜଣ ଜଳି ଯାଇଥିଲେ । କ୍ଷେତରୁ ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ଖୋଜିବାକୁ ଯାଇ କୁଡ଼ିଆ ସହିତ ଦୁଇ ଜଣ ଜଳି ଯାଇଥିବା ଦେଖିଥିଲେ । ପରେ ପୋଲିସକୁ ଖବର ଦେବା ସହିତ ମୃତଦେହକୁ କଳମପୁର ହସ୍ପିଟାଲକୁ ନେଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ