Masthead

ସିଆରପିଏଫ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟଙ୍କ ଆତ୍ମହତ୍ୟା

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ସିଆରପିଏଫ ଚତୁର୍ଥ ବାଟାଲିୟନ ସେକେଣ୍ଡ ଇନ୍ କମାଣ୍ଡଣ୍ଟ ସୁନୀଲ କୁମାରଙ୍କ ଆତ୍ମହତ୍ୟା। ସିଆରପିଏଫ କ୍ୱାର୍ଟର ପରିସରରେ ଆତ୍ମହତ୍ୟା କରିଥିବା ସୂଚନା। ଆତ୍ମହତ୍ୟା କାରଣ ଅସ୍ପଷ୍ଟ। ସୁନୀଲଙ୍କ ଘର ବିହାର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ରାୟଗଡା ଏସପି ଓ ପୋଲିସର ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା