Masthead

ଥରିଲା ଇଣ୍ଡୋନେସିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଥରିଲା ଇଣ୍ଡୋନେସିଆ । ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପର ଇଷ୍ଟନ ଅଂଶରେ ମଙ୍ଗଳବାର ଭୁକମ୍ପନ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତିବ୍ରତା ୭.୩ ରହିଛି । ସକାଳ ୩ ଟାରେ ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଏହା ପରେ ଅନେକ ଥର ମୃଦୁ ଭୂକମ୍ପ ଅନୁଭୂତ ହୋଇଥିଲା । ଇଣ୍ଡୋନେସିଆର ଜିଓଫିଜିକ୍ସ ଏଜେନ୍ସି (ବିଏମକେଜି) ସୁନାମି ଚେତାବନୀ ଦେଇଛି।

ଇଣ୍ଡୋନେସିଆ ଦେଶର ପାଣିପାଗ ବିଭାଗ କହିଛି ଯେ ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ତଳେ ୮୪ କିଲୋମିଟର ମାପ କରାଯାଇଛି। ଭୂବିଜ୍ଞାନୀମାନେ କହିଛନ୍ତି ଯେ ଏହି କାରଣରୁ ସୁନାମି ହେବାର ସମ୍ଭାବନା ରହିଛି। ଭୂକମ୍ପ ପରେ ଏଜେନ୍ସି ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ପ୍ରଭାବିତ ଅଞ୍ଚଳ ନିକଟରେ ରହୁଥିବା ଲୋକଙ୍କୁ ତୁରନ୍ତ ଉପକୂଳଠାରୁ ଦୂରରେ ରହିବାକୁ ନିର୍ଦ୍ଦେଶ ଦେବାକୁ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼