Masthead

ବିଜେପି ଦଳର ରକ୍ତରେ ହିଂସା ପ୍ରଭାହିତ: ପର୍ଶୁରାମ ଧଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଦଙ୍ଗା ପ୍ରସଙ୍ଗରେ ବିଜେଡି ବିଧାୟକ ପର୍ଶୁରାମ ଧଡାଙ୍କ ପ୍ରତିକ୍ରିୟା । କହିଲେ ଧର୍ମକୁ ନେଇ ରାଜନୀତିକୁ ଆମେ ଗ୍ରହଣ କରୁନା। ମୁଁ ଏହାକୁ ନିନ୍ଦା କରୁଛି। ବିଜେପି ଦଳର ରକ୍ତରେ ହିଂସା ପ୍ରଭାହିତ। ସାରା ଭାରତରେ ତାହା ଦେଖିବାକୁ ମିଳୁଛି।

ବିଜେଡି ନାରେ ବିଜେପି ଆଣୁଥିବା ଅଭିଯୋଗ ସମ୍ପୂର୍ଣ ଭିତିହୀନ। ଦଳ ମିଥ୍ୟା ଆରୋପ କରୁଛି। ବିଜେଡି ହିଂସାକୁ କେବେ ପ୍ରଶୟ ଦେଇ ନାହିଁ। ଦଳ ଅହିଂସାରେ ବିଶ୍ୱାସ ରଖେ। ଓଡ଼ିଶାରେ ଯେତେ ଦଙ୍ଗା ସୃଷ୍ଟି ହୋଇଛି , ମୁଖ୍ୟମନ୍ତ୍ରୀ ଦୃଢ଼ତାର ସହ ପ୍ରତିହତ କରିଛନ୍ତି। ଇତିହାସ ସାକ୍ଷୀ ଅଛି ଭାରତରେ ଦଙ୍ଗାକାରୀ ଦଳ ବିଜେପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ