Masthead

ଓଡ଼ିଶାରେ ୧୨ ଦିନ ଲୁଚି ରହିଥିଲା ଗୁଡ୍ଡୁ ମୁସଲିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୨ ଦିନ ଲୁଚି ରହିଥିଲା ଗୁଡ୍ଡୁ ମୁସଲିମ । ଏପ୍ରିଲ ୨ରୁ ୧୩ ପର୍ୟ୍ୟନ୍ତ ଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି । ଗୁଡ୍ଡୁ ମୁସଲିମର ଅବସ୍ଥାନ ନେଇ ଜାତୀୟ ଗଣମାଧ୍ୟମରେ ପ୍ରଥମେ ଖବର ପ୍ରକାଶ ପାଇଥିଲା । ଏପ୍ରିଲ ୨ରୁ ୧୩ ପର୍ୟ୍ୟନ୍ତ ବରଗଡ଼ରେ ରହିଥିବା ଖବର ପ୍ରକାଶ ପାଇଛି । ବରଗଡ଼ରୁ ଗୁଡ୍ଡୁ ଛତିଶଗଡ଼ ପଳାଇଥିବା ସୂଚନା ମିଳିଛି । ମିରଟ, ଆଜମେର, ଝାନସୀ, ନାସିକ, ପୁଣେ ପରେ ବରଗଡ଼ ଆସିଥିଲା ଗୁଡ୍ଡୁ । ଗୁଡ୍ଡୁର ପ୍ରମୁଖ ସହଯୋଗୀ ରାଜା ଖାନକୁ ଏସଟିଏଫ ଜେରା କରିଥିବା ସୂଚନା ମିଳିଛି । ପ୍ରଥମେ ପୁରୀ ପରେ ବରଗଡ ଆସିଥିଲା ଗୁଡ୍ଡୁ ମୁସଲିମ । ଗୁଡ୍ଡୁକୁ ନେଇ ପୋଲିସ ଡିଜିଙ୍କ କ୍ୟାମ୍ପ ଅଫିସରେ ବଛା ବଛା ଅଫିସରଙ୍କୁ ନେଇ ବୈଠକ ହୋଇଛି । ଏଡିଜି ଆଇନଶୃଙ୍ଖଳା, ଏଡିଜି ଓଡ଼ିଶା ସ୍ପେଶାଲ୍ ଆର୍ମଡ ପୋଲିସ, ପୋଲିସ କମିଶନରଙ୍କ ସହ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ପୋଲିସ ଡିଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ