Masthead

ଜୋରଦାର ହେଉଛି ‘ଅପରେସନ କାବେରୀ’, ବର୍ତ୍ତମାନ ସୁଦ୍ଧା ୫୦୦ ଭାରତୀୟ ଉଦ୍ଧାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୋରଦାର ହେଉଛି ଅପରେସନ କାବେରୀ । ବର୍ତ୍ତମାନ ସୁଦ୍ଧା ୫୦୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି । ସୁଦାନରେ ଫଶି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରୁଛି ‘ଅପରେସନ କାବେରୀ’ । ପ୍ରଥମ ପର୍ଯ୍ୟାୟରେ ୨୭୮, ୨ୟ ପର୍ଯ୍ୟାୟରେ ୧୪୮ ଓ ତୃତୀୟ ପର୍ଯ୍ୟାୟରେ ୧୩୫ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ସୁଦାନ ପୋର୍ଟରୁ ସାଉଦି ଆରବର ଜେଦାହକୁ ଅଣାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦୦ରୁ ଅଧିକ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।

ସୁଦାନରେ ଗୃହ ଯୁଦ୍ଧ ପରେ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୋଇଛି । ବିଭିନ୍ନ ଦେଶ ନିଜ ନିଜର ନାଗରିକଙ୍କୁ ଫେରାଇ ନେଉଛନ୍ତି । ଅପରେସନ କାବେରୀ ଜରିଆରେ ବିମାନ ଓ ଜଳ ପଥରେ ନାଗରିକଙ୍କୁ ଅଣାଯାଉଛି । ବ୍ୟାପକ ହିଂସା ଯୋଗୁ ସୁଦାନରେ ପ୍ରାୟ ୪ ହଜାର ଭାରତୀୟ ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷତି ସ୍ୱଦେଶ ଫେରାଇ ଆଣିବା ପାଇଁ ଭାରତ ସରକାର ଅପରେସନ ‘କାବେରୀ’ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା