Masthead

ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢିବି: ଜୋ ବାଇଡେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢିବି । ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ତାଙ୍କ ଘୋଷଣା ପରେ ସମସ୍ତ କଳ୍ପନା ଜଳ୍ପନାର ଶେଷ ହୋଇଛି। ଏହା ସ୍ପଷ୍ଟ ହୋଇଛି ବାଇଡେନ ପୁଣି ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୨୦ରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାଜିତ କରି ବାଇଡେନ ରାଷ୍ଟ୍ରପତି ଭାବେ ଜାନୁୟାରୀ ୨୦୨୧ରେ ଦାୟିତ୍ୱ ଗ୍ରହଣ କରିଥିଲେ। କୁହାଯାଉଛି ଯେ ଉପରାଷ୍ଟ୍ରପତି କମଲା ହାରିସ ପୁଣିଥରେ ଉପରାଷ୍ଟ୍ରପତି ପଦ ପାଇଁ ଏକ ଦାବି ଉପସ୍ଥାପନ କରିବେ। ସୂଚନା ଅନୁସାରେ, ଏପ୍ରିଲ୧୫ ରେ ସେ ଆୟର୍ଲାଣ୍ଡରେ ଏକ ରାଲିରେ କହିଥିଲେ ପୁଣି ନିର୍ବାଚନ ଲଢ଼ିବା ପାଇଁ ମୁଁ ପ୍ରସ୍ତୁତ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା