Masthead

ଅତିକ୍ ଓ ଅଶରଫଙ୍କ ହତ୍ୟା ପାଇଁ ଦାୟୀ କିଏ: ଅଖିଳେଶ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି ଏସପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି ସରକାରକୁ ଟାର୍ଗେଟ କରିଥିଲେ । ଏହାର ଜବାବରେ ଏସପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପ୍ରେସ୍ କନ୍ଫରେନ୍ସ କରି କହିଛନ୍ତି, ଯୋଗୀ ନିଜ ଉପରକୁ କେତେ ମାମଲା ହଟାଇଛନ୍ତି ପ୍ରଥମେ ତା’ର ହିସାବ ଦିଅନ୍ତୁ।

ଯୋଗୀ ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ତାଙ୍କ ନାମରେ ବହୁ ମାମଲା ବିଚାରାଧୀନ ଥିଲା। ସେଗୁଡ଼ିକ ମଧ୍ୟରୁ ଅନେକ ଦଙ୍ଗା ମାମଲା। ଗତ ଫେବୃୟାରୀ ୨୪ରେ ଆଇନଜୀବୀ ଉମେଶ ପାଲଙ୍କ ଏବଂ ପରବର୍ତ୍ତୀ ସମୟରେ ଅତିକ୍ ଓ ଅଶରଫଙ୍କ ହତ୍ୟା ପାଇଁ କିଏ ଦାୟୀ ବୋଲି ଅଖିଳେଶ ୟୁପିର ବିଜେପି ସରକାରକୁ ଘେରିଛନ୍ତି। ମେ’ ୪ ଓ ୧୧ରେ ପୌର ନିର୍ବାଚନ । ଯାହାକୁ ନେଇ ଶାସକ ବିଜେପି ଓ ବିରୋଧୀ ଏସପି ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଏବେ ମୁହାଁମୁହିଁ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା