Masthead

ଜିଲ୍ଲାପାଳଙ୍କ ଅଫିସ ଆଗରେ ଏବିଭିପିର ଧାରଣା

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା । ବିଭିନ୍ନ ଦାବି ନେଇ ଏବିଭିପି ପକ୍ଷରୁ ଆନ୍ଦୋଳନ କରାଯାଇଛି । ଜିଲ୍ଲାର ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଆନ୍ଦୋଳନକୁ ଓହ୍ଲାଇଛି ଏବିଭିପି । ମୋଟ ୧୮ଟି ଦାବି ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଧାରଣା ଦିଆଯାଇଛି ।

ଜିଲ୍ଲାରେ ଯାନ୍ତ୍ରିକ ମହାବିଦ୍ୟାଳୟ ପ୍ରତିଷ୍ଠା, ଛାତ୍ରୀ ଓ ମହିଳା ସୁରକ୍ଷା ପାଇଁ ମହିଳା ଥାନା, ରାଜେନ୍ଦ୍ର ମହାବିଦ୍ୟାଳୟରେ ଫାଣ୍ଡି ପ୍ରତିଷ୍ଠା, କଳକାରଖାନା ପ୍ରତିଷ୍ଠା ଭଳି ଅନେକ ଦାବି ରହିଛି । ଏ ସବୁ ସମସ୍ୟାର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କୁ ୧୮ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତେବେ ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ