Masthead

ଡାକୋଟା ଦେଖିବେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଡାକୋଟା ଦେଖିବେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଇନା ହାନିଂ ଟାସ୍ କ୍ରିଷ୍ଣାମୂର୍ତ୍ତି । ଇନା ହାନିଂ ଟାସ୍ କ୍ରିଷ୍ଣାମୂର୍ତ୍ତିଙ୍କ ସମେତ ୪ ଜଣ ଅତିଥି ଆଜି ରାତି ୮ଟାରେ ଭୁବନେଶ୍ବର ପହଞ୍ଚିବା କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ ।

ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଗସ୍ତ କରି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିମାନ ଡାକୋଟା ପରିଦର୍ଶନରେ ଯିବେ । ତାଙ୍କ ସହ ଆସୁଛନ୍ତି କୋଲାକାତାରେ ଅବସ୍ଥାପିତ ଇଣ୍ଡୋନେସିଆ କନସୁଲ୍ ମହେଶ ଶର୍ମା ଓ ରାଷ୍ଟ୍ରଦୂତ କାର୍ଯ୍ୟାଳୟର ଦୁଇ ଅଧିକାରୀ । ୨୯ ତାରିଖ ଅପରାହ୍ନ ଗୋଟାଏ ୧୫ ମିନିଟରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ