ଅରବିନ୍ଦ କେଜ୍ରିୱାଲ ଜଣେ ସଚ୍ଚୋଟ ମୁଖ୍ୟମନ୍ତ୍ରୀ: ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜ୍ରିୱାଲ ଜଣେ ସଚ୍ଚୋଟ ମୁଖ୍ୟମନ୍ତ୍ରୀ । ଏଭଳି ବିବୃତି ଦେଇଛନ୍ତି ଏନସିପି ମୁଖ୍ୟ ଶରଦ ପାୱାର । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସରକାରୀ ବଙ୍ଗଳାକୁ ନେଇ ଲାଗିରହିଛି ବିବାଦ । ଏହାରି ଭିତରେ ସାମ୍ନାକୁ ଆସିଛି ଶରଦ ପାୱାରଙ୍କ ବଡ ବିବୃତ୍ତି । ଏହାପୂର୍ବରୁ ଆପ ଅଭିଯୋଗ କରିଥିଲା ଦେଶର ବଡ଼ ପ୍ରସଙ୍ଗରୁ ଧ୍ୟାନ ହଟାଇବା ପାଇଁ କେଜରିୱାଲଙ୍କ ଘର ଉପରେ ଆଲୋଚନା ହେଉଛି। ଏଥି ସହ ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ମଧ୍ୟରେ ପାୱାର କହିଛନ୍ତି ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ବିଷୟରେ ସଞ୍ଜୟ ରାଉତ ଯାହା କହିଛନ୍ତି ତାହା କେବଳ ତାଙ୍କ ନିଜସ୍ୱ ମତାମତ। ଏ ବିଷୟରେ ସେମାନଙ୍କର ପାଖରେ କୌଣସି ସୂଚନା ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ