Masthead

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ନରସିଂହପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କଟକ ବଡ଼ମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ । ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା । ବିଲ୍ ପାସ କରିବାକୁ ଠିକାଦାରଙ୍କ ଠାରୁ ୩୦ ହଜାର ଲାଞ୍ଚ ନେଉଥିଲେ । ସରକାରୀ ବାସଭବନରେ ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ । ମୁଗଗହୀର ପଂଚାୟତ ର ଏକ ପକଳ୍ପ କାର୍ୟ୍ୟର ବିଲ ତ୍ୱରାନ୍ୱିତ ପାଇଁ ଲାଞ୍ଚ ନେଉଥିଲେ ଯନ୍ତ୍ରୀ । ୫ଟି ପଂଚାୟତ ଦାଇତ୍ୱରେ ଥିଲେ ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର